ରାଜ୍ୟ

ଭୁବନେଶ୍ୱର(ବ୍ୟୁରୋ): ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍‌’ ଚଳାଇବେ।...
କଟକ(ବ୍ୟୁରୋ): ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ହାଇକୋର୍ଟ ଦୁଇଟି ଅଦାଲତ ଅବମାନନା ମାମଲର ଶୁଣାଣି କରି...
ଭୁବନେଶ୍ୱର(ବ୍ୟୁରୋ): ଜେଲ ଭିତରକୁ ଫିଙ୍ଗିଲେ ଡିଟେକ୍ଟ ହେବ ଜିନିଷ । ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ...
ଭୁବନେଶ୍ୱର(ବ୍ୟୁରୋ): ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନାଭୁବନେଶ୍ୱର(ବ୍ୟୁରୋ): ଏପ୍ରିଲରୁ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏପ୍ରିଲ ୧୬ ରୁ ମେ...
ପୁରୀ (ବ୍ୟୁରୋ) : ଅଯୋଧ୍ୟା ଯିବ ସ୍ୱର୍ଣ୍ଣର ଧନୁ। ରବିବାର ଭୁବନେଶ୍ୱରରେ ଧନୁ ପ୍ରଦର୍ଶନ ହେବା ପରେ ରାତିରେ ପୁରୀରେ ପହଞ୍ଚିଛି। ସ୍ୱର୍ଣ୍ଣରେ...
ଭୁବନେଶ୍ୱର(ବ୍ୟୁରୋ): ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ...
ଭୁବନେଶ୍ୱର(ବ୍ୟୁରୋ): ରାଜ୍ୟ ସରକାରଙ୍କ ମୁଖପତ୍ର “ପ୍ରଗତି ପ୍ରବାହ” ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଛି । ସୂଚନା ଓ ଲୋକସମ୍ପର୍କ...

୨୨ତାରିଖରେ ମିଳିବ ସୁଭଦ୍ରା ଟଙ୍କାଭୁବନେଶ୍ୱର(ବ୍ୟୁରୋ): ଆସନ୍ତା ୨୨ତାରିଖରେ ମିଳିବ ସୁଭଦ୍ରା ଟଙ୍କା । । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା...
ପୁରୀ(ବ୍ୟୁରୋ): ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାଗୃହରେ ଶନିବାର ପୂର୍ବାହ୍ନରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କମିଟିର...