ଏମ୍‌ଜିଏନଆର୍‌ଇଜିଏ ନାମ ପରିବର୍ତ୍ତନକୁ ନେଇ କଂଗ୍ରେସର ପ୍ରତିବାଦ

Spread the love

ପୁରୀ (ବ୍ୟୁରୋ) : ପୁରୀ ଗାନ୍ଧୀ ଘାଟ ପରିସରରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ରୋଜଗାର ଗ୍ୟାରେଣ୍‌ଟି ଆଇନର ନାମ ପରିବର୍ତ୍ତନ ଏବଂ ଆଇନର ମୂଳ ଉଦ୍ଦେଶ୍ୟରେ ପରିବର୍ତ୍ତନ କରିବା ପ୍ରତିବାଦରେ ଜିଲ୍ଲା କଂଗ୍ରେସ ସଭାପତି ଇଂ ରାଜେଶ କୁମାର ମିଶ୍ରଙ୍କ ନେତୃତ୍ୱରେ ପିସିସି ସଂପାଦିକା ଶିଳ୍ପୀଶ୍ରୀ ହରିଚନ୍ଦନ, ପୂର୍ବତନ ଜିଲ୍ଲା ସଭାପତି ଶରତ ରଥ, ପୁଷ୍କର ମହାପାତ୍ର, ସେବା ଦଳ ଜିଲ୍ଲା ପ୍ରମୁଖ ବିଶ୍ୱକେସନ ହରିଚନ୍ଦନ ମହାପାତ୍ର, ଜିଲ୍ଲା ଆଇନ ସେଲ ସଭାପତି କାଳୀପ୍ରସାଦ ନାୟକ, ପିସିସି ପୂର୍ବତନ ସଂପାଦକ ବିଶ୍ୱନାଥ ଦାଶ, ବିଦ୍ୟୃତଲତା ଆଚାର୍ଯ୍ୟ, ସୁକାନ୍ତ କୁମାର ପ୍ରଧାନ, ପୂର୍ବତନ ୱାଡ ମେମ୍ବର ସିତାକାନ୍ତ ମହାନ୍ତି, ବିଭୁଦତ୍ତ ମିଶ୍ର, ଆଶୁତୋଷ ମିଶ୍ର, ଅର୍ଜୁନ ସାହୁ, ଉମାକାନ୍ତ ବେହେରା, କୃଷ୍ଣଚନ୍ଦ୍ର ଦାଶ, ପ୍ରକାଶ ପ୍ରଧାନ, ମନୋଜ ମହାପାତ୍ର, ଦୁର୍ଗାପ୍ରସାଦ ସାମନ୍ତରାୟ, ଜିବେଶ ଚନ୍ଦ୍ର ରଥ, ସୌମ୍ୟକାନ୍ତ ପ୍ରଧାନ, ରଂଜନ ସାହୁ, ସୁରେନ୍ଦ୍ର ପାଇକରାୟ, ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

error: Content is protected !!